Masthead

କୃଷକ ଆନ୍ଦୋଳନକୁ ବିଜେପି ନେତାଙ୍କ ସମର୍ଥନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କୃଷି ଆଇନ ବିରୋଧରେ ଦେଶବ୍ୟାପୀ ଚାଲିଥିବା କୃଷକ ଆନ୍ଦୋଳନକୁ ପ୍ରଥମଥର ପାଇଁ କେହି ଜଣେ ବିଜେପି ସାଂସଦ ସମର୍ଥନ କରିଥିବା ଦେଖିବାକୁ ମିଳିଛି । ବିଶେଷକରି ଆଜି ମୁଜାଫରନଗରରେ କୃଷକଙ୍କ ମହାପଞ୍ଚାୟତ ଚାଲିଥିବା ବେଳେ ପିଲଭିଟ ଆସନରୁ ବିଜେପି ସାଂସଦ ଥିବା ବରୁଣ ଗାନ୍ଧୀ, କୃଷକଙ୍କ ଆନ୍ଦୋଳନ ତଥା ଦାବିକୁ ସମର୍ଥନ କରିବା ଦେଖିବାକୁ ମିଳିଛି ।

ବରୁଣ କହିଛନ୍ତି, ଏମାନେ ଆମ ନିଜର, ସେମାନଙ୍କ ଦାବି ପ୍ରତି ସମ୍ମାନ ଜଣାଇବା ଉଚିତ । ସେମାନଙ୍କ ଯନ୍ତ୍ରଣା ବୁଝିବାକୁ ହେବ । ସେମାନଙ୍କର ଦୃଷ୍ଟିକୋଣକୁ ଜାଣିବା ପାଇଁ ତୃଣମୂଳସ୍ତରରୁ ପୁନଃ ଆଲୋଚନା କରାଯିବ ଅପରିହାର୍ଯ୍ୟ ହୋଇପଡିଛି । ଆଲୋଚନା ମାଧ୍ୟମରେ ଯେକୌଣସି ସମସ୍ୟାର ସମାଧାନ ହୋଇପାରିବ । କୃଷକଙ୍କ ପ୍ରତି ନିଜ ସମର୍ଥନକୁ ସେ ନିଜ ସୋସିଆଲ ଆକାଉଣ୍ଟରେ ମଧ୍ୟ ପୋଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର