Masthead

ଗର୍ଭବତୀ ପୁଲିସ ଅଧିକାରୀଙ୍କୁ ଗୁଳି କଲେ ତାଲିବାନୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବର୍ବରତାର ସୀମା ଟପିଛି ତାଲିବାନ । ତାଲିବାନ କେତେ କ୍ରୁର ହୋଇପାରେ ଏହାର ଏକ ଉଦାହରଣ ଦେଖିବା ପାଇଁ ମିଳିଛି । ତେବେ ଜଣେ ଗର୍ଭବତୀ ମହିଳା ପୁଲିସ ଅଧିକାରୀଙ୍କୁ ସ୍ୱାମୀ ଆଗରେ ଗୁଳି କରିଥିବାର ଘଟଣା ସାମ୍ନାକୁ ଆସିଛି । ଏ ଘଟଣା ସାମ୍ନାକୁ ଆସିବା ପରେ ସାରା ବିଶ୍ୱ ସ୍ତବ୍ଧ ହୋଇପଡିଛି ।

ଅଧିକାରୀ ଜଣଙ୍କ ଛାଡି ଦେବାକୁ ଘୁହାରୀ କରୁଥିଲେ ମଧ୍ୟ ତାଲିବାନୀଙ୍କର କଠୋର ହୃଦୟ ତରଳି ନଥିଲା । ଅପରପକ୍ଷରେ ଅଧିକାରୀଜଣଙ୍କ ଆଫଗାନିସ୍ତାନର ଘୋର ପ୍ରୋଭିଜନର ଫିରୋଜ ଅଞ୍ଚଳରେ କାର୍ଯ୍ୟରତ ଥିବାର ସୂନଚା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!