Masthead

ପଶ୍ଚିମବଙ୍ଗ ହିଂସା ମାମଲା, ୩୬ରୁ ଅଧିକ ଏଫଆଇଆର ରୁଜୁ କଲାଣି ସିବିଆଇ

କୋଲକାତା(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ବଢ଼ିବାରେ ଲାଗିଛି ଅଡ଼ୁଆ । ନିର୍ବାଚନୀ ହିଂସାକୁ ନେଇ ସିବିଆଇକୁ ତଦନ୍ତ ନିର୍ଦ୍ଦେଶ ଦିଆଯାବା ପରେ ଏବେ ଆକ୍ସନ ମୋଡ଼ରେ ସିବିଆଇ । ସେମାବାର ରାଜ୍ୟର ବିଭିନ୍ନ ଜିଲ୍ଲାରେ ପହୟ୍ଚି ସିବିଆଇ ଯାଞ୍ଚ ଆରମ୍ଭ କରିଛି ।

ଏକ ଟିମ ପୀଡ଼ିତମାନଙ୍କୁ ମଧ୍ୟ ଭେଟିଛି । ଏହି ମାମଲାରେ ୬ଜଣଙ୍କୁ ଅଟକ ରଖିଛି ସିବିଆଇ । ସେହିପରି ରାଷ୍ଟ୍ରୀୟ ମାନବାଧିକାର ଆୟୋଗକୁ ଚିଠି ଲେଖି ନିର୍ବାଚନୀ ପରବର୍ତ୍ତୀ ହିଂସାର ରେକର୍ଡ ମାଗିଛି ସିବିଆଇ । ଖାଲି ସେତିକି ନୁହେଁ ୩୬ରୁ ଅଧିକ ଏଫଆଇଆର ମଧ୍ୟ ରୁଜୁ କରିସାରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ