Masthead

ପୁଲିସ ଯୁଆଡି ମୁହାଁମୁହିଁ

ମୟୂରଭଞ୍ଜ (ବଡ଼ ଖବର): ପୁଲିସ ଯୁଆଡି ମୁହାଁମୁହିଁ । ଲାଠି ବନାମ ପଥର । ଯୁଆଡିଙ୍କ ଅତର୍କିତ ପଥର ମାଡରେ ପୁଲିସ କର୍ମଚାରୀ ଆହତ । ମୟୂରଭଞ୍ଜ ଜିଲ୍ଲା ଯଶିପୁର ଥାନା ଅନ୍ତର୍ଗତ କାଉଁରିପୋଷି ଅଞ୍ଚଳରେ ଘଟିଛି ଏଭଳି ଘଟଣା । ଆହତ ପୁଲିସମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ୯ ଯୁଆଡିଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଆଡ୍ଡାରୁ ଯୁଆ ସାମଗ୍ରୀ, ୨ହଜାର ଟଙ୍କା ସହ ୩ଟି ମୋବାଇଲ ଜବତ କରାଯାଇଛି । ଫୁଲବଲ ଟୁଣ୍ଟାମେଣ୍ଟ ଚାଲିଥିବା ବେଳେ ସାଇଡରେ ଚାଲିଥିଲା ଯୁଆଖେଳ । ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଁଞ୍ଚିଥିଲା । ପୁଲିସକୁ ଦେଖିବା ପରେ ଯୁଆଡିମାନେ ଢ଼େଲା ପଥର ମାଡ କରିଥିଲେ । ଘଟଣାସ୍ଥଳରୁ ଖସି ପଳାଉଥିବା ବେଳେ ୪ଜଣଙ୍କୁ ଗିରଫ କରିଥିବା ବେଳେ ତଦନ୍ତ କରି ଆଉ ୫ଜଣଙ୍କୁ ଗିରଫ କରିଛି ପୁଲିସ । ଅନ୍ୟମାନଙ୍କୁ ଧରିବା ଲାଗି ପୁଳିସ ଉଦ୍ୟମ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ