Masthead

ଏଣିକି ଜାତୀୟ ରାଜପଥରେ ଜରୁରୀ ଅବତରଣ କରିବ ବାୟୁସେନା ବିମାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏଣିକି ଜାତୀୟ ରାଜପଥରେ ଜରୁରୀ ଅବତରଣ କରିବ ବାୟୁସେନା ବିମାନ । ଏନେଇ ଚଳିତ ସପ୍ତାହରେ ରାଜସ୍ଥାନର ବାଡ଼ମେରର ଏକ ଜାତୀୟ ରାଜପଥରେ ଜରୁରୀ ଅବତରଣ ଅଭ୍ୟାସ କରିବ । ଏହି ବିମାନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ସଡକ ପରିବହନ ମନ୍ତ୍ରୀ ନିତିନ ଗଡକରୀ ରହିବେ ବୋଲି ସୂଚନା ମିଳିଛି ।

ଏହା ସହ ଉଭୟ ମନ୍ତ୍ରୀ ଏହି ସପ୍ତାହରେ ବାଡ଼ମେର ଜାତୀୟ ରାଜପଥରେ ୩.୫ କିଲୋମିଟର ଲମ୍ବର ଏୟାରଷ୍ଟ୍ରିପ ଉଦଘାଟନ କରିବେ । ମିଳିଥିବା ସୂଚନା ଅନୁସାରେ ଭାରତର ପ୍ରଥମ ଜାତୀୟ ରାଜପଥ ହେବ ଯାହା ଭାରତୀୟ ବାୟୁସେନା ବିମାନର ଜରୁରୀ ଅବତରଣ ପାଇଁ ବ୍ୟବହୃତ ହେବ। ଅକ୍ଟୋବର ୨୦୧୭ ରେ, ବାୟୁସେନାର ଯୁଦ୍ଧ ବିମାନ ଲଖନଉ- ଆଗ୍ରା ଏକ୍ସପ୍ରେସୱେରେ ଏକ ଅବତରଣ ଅଭ୍ୟାସ କରିଥିଲା ଜ୍ଝ ତେବେ ଲଖନଉ-ଆଗ୍ରା ଏକ୍ସପ୍ରେସୱେ ଉତ୍ତରପ୍ରଦେଶ ସରକାରଙ୍କ ଅଧୀନରେ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?