Masthead

ଗୀତ ଗାଇ ଚର୍ଚ୍ଚାରେ ଶଶି ଥରୁର

ଶ୍ରୀନଗର(ବଡ଼ ଖବର ବ୍ୟୁରୋ): ନିଜର ବୟାନକୁ ନେଇ ବାରମ୍ବାର ଚର୍ଚ୍ଚାରେ ରହିଥାନ୍ତି ଶଶି ଥରୁର । ହେଲେ ଏଥର ନିଜର ବୟାନ ପାଇଁ ନୁହେଁ ବରଂ ଗୀତ ଗାଇ ଚର୍ଚ୍ଚାରେ ରହିଛନ୍ତି ଶଶି ଥରୁର । ତେବେ ହିନ୍ଦିର ପପୁଲାର ଗୀତ ଏକ ଅଜନବି ହସିନା ସେ ମୁଲାକାତ ହୋ ଗୟି… ଗୀତଟିକୁ ଗାଇ ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିଛନ୍ତି ।

ଏହି ଅଢେଇ ମିନିଟର ଭିଡିଓଟିରେ ଥରୁର ଶାଲ ଘୋଡାଇ ହୋଇ ମୁହଁରେ ସ୍ମିତ ହାସ୍ୟ ଦେଇ ମନଖୋଲି ଗୀତଟି ଗାଉଛନ୍ତି । ଥରୁର ଏହି ଗୀତଟି ଆଲଇଟି ଉପରେ ପ୍ରସ୍ତୁତ ସଂସଦୀୟ ସମିତି ପାଇଁ ଦୂରଦର୍ଶନ ଶ୍ରୀନଗର ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଗାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ