Masthead

ଓଭାଲ ଟେଷ୍ଟରେ ଭାରତର ଐତିହାସିକ ବିଜୟ

(ବଡ଼ ଖବର ବ୍ୟୁରୋ): ଓଭାଲ ଟେଷ୍ଟରେ ଭାରତର ଐତିହାସିକ ବିଜୟ । ଇଂଲଣ୍ଡକୁ ହରାଇଲା ଟିମ୍ ଇଣ୍ଡିଆ । ୧୫୭ ରନ୍ରେ ଓଭାଲ ଟେଷ୍ଟ ଜିତିଲା ଟିମ୍ ଇଣ୍ଡିଆ । ୨୧୦ ରନରେ ଇଂଲଣ୍ଡ ଅଲଆଉଟ୍ ହୋଇଛି । ୫ ଟିକିଆ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ୨-୧ରେ ଭାରତ ଆଗୁଆ ରହିଛି । ଦୀର୍ଘ ୫୦ ବର୍ଷ ପରେ ଓଭାଲ ଟେଷ୍ଟରେ ଜିତିଛି ଭାରତ । ଓଭାଲରେ ଚାଲିଥିବା ଟେଷ୍ଟ ମ୍ୟାଚରେ ଉମେଶ ଯାଦବ ସର୍ବାଧିକ ୩ ୱିକେଟ୍ ମିଳିଛି । ଏହାସହ ଓଭାଲରେ ଶାର୍ଦ୍ଦୁଳଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଦେଖିବାକୁ ମିଳିଛି ମିଳିଛି । ଶାର୍ଦ୍ଧୁଳ ଠାକୁର ୨ଟି ଅର୍ଦ୍ଧଶତକ ସହ ମ୍ୟାଚ୍ରେ ୩ ୱିକେଟ୍ ନେଇଛନ୍ତି । ଏହାସହ ଦଳର ଦ୍ରୁତ ବୋଲର ବୁମରା ଓ ଜାଡ଼େଜାଙ୍କୁ ମିଳିଛି ୨ଟି ଲେଖାଏଁ ୱିକେଟ୍ ।

ଅପରପକ୍ଷେ କପିଲ ଦେବଙ୍କ ପରେ ୧୦୦ ୱିକେଟ୍ କ୍ଲବରେ ସାମିଲ ହୋଇଛନ୍ତି ଯଶପ୍ରୀତ ବୁମରା । ଦୀର୍ଘ ୫୦ ବର୍ଷ ପରେ ଓଭାଲ ଟେଷ୍ଟ ଜିତି ଇତିଆସ ରଚିଛି ଟିମ୍ ଇଣ୍ଡିଆ । ଆସନ୍ତା ସେପ୍ଟେମ୍ବର ୧୦ରୁ ପଞ୍ଚମ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍ ଖେଳାଯିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼