Masthead

ଭାରତ-ଚୀନ ସୀମା ବିବାଦ; ୧୨ରେ କମାଣ୍ଡରସ୍ତରୀୟ ଆଲୋଚନା

ନୂଆଦିଲ୍ଲୀ: ଦୀର୍ଘ ସମୟ ଧରି ଭାରତ-ଚୀନ ସୀମା ବିବାଦ ଲାଗିରହିଛି । ଦୁଇଦେଶ ମଧ୍ୟରେ ଆଲୋଚନା ଚାଲିଥିଲେ ମଧ୍ୟ ସମାଧାନର ବାଟ ଫିଟିପାରୁନି । ଆସନ୍ତା ଅକ୍ଟୋବର-୧୨ ତାରିଖରେ ପୁଣିଥରେ ଭାରତ-ଚୀନ ସେନା କମାଣ୍ଡରସ୍ତରୀୟ ଆଲୋଚନା ହେବ । ଲଦାଖ୍ ସେକ୍ଟରରେ ଏହି ଆଲୋଚନା ହେବବୋଲି ଚୂଡାନ୍ତ ହୋଇଛି । ଉଭୟ ଦେଶର ସେନା ମଧ୍ୟରେ ଲାଗିରହିଥିବା ଉତ୍ତେଜନା ହ୍ରାସ ଓ ଶାନ୍ତି ବଜାୟ ରଖିବା ପାଇଁ ଆଲୋଚନା କରାଯିବ ବୋଲି ସ୍ଥିର ହୋଇଛି । ଏହାପୂର୍ବରୁ ମଧ୍ୟ ୬ ରାଉଣ୍ଡ ସେନାସ୍ତରୀୟ ଆଲୋଚନା ହୋଇସାରିଥିଲେ ମଧ୍ୟ କୌଣସି ନିର୍ଯ୍ୟାସ ବାହାରିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ