Masthead

ଛାତ୍ର-ଛାତ୍ରୀଙ୍କ ମଝିରେ ପରଦା

(ବଡ଼ ଖବର ବ୍ୟୁରୋ):ଆଫଗାନିସ୍ତାନରେ ଆରମ୍ଭ ହୋଇଛି ପାଠପଢା । ତାଲିବାନ ଦଖଲ ପରେ ବିଶ୍ୱବିଦ୍ୟାଳୟ ଖୋଲିଛି । ଶ୍ରେଣୀଗୃହରେ ବସି ପିଲା ପାଠପଢିବା ଆରମ୍ଭ ହୋଇଛି । କିନ୍ତୁ ତା ମଧ୍ୟରେ ବଦଳିଯାଇଛି ଶ୍ରେଣୀ ଗୃହର ଦୃଶ୍ୟ । ଆଗଭଳି ଆଉ ଛାତ୍ରଛାତ୍ରୀ ମାନେ ଏକାଠି ବାସୁନାହାନ୍ତି ।

ଏବେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ପରଦା ପଡୁଛି । ଗୋଟିଏ ପଟେ ଛାତ୍ର ଏବଂ ଅନ୍ୟପଟେ ଛାତ୍ରୀ ବସିଥିବାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଛାତ୍ରୀଙ୍କୁ କେବଳ ମହିଳା ଶିକ୍ଷୟତ୍ରୀ ହିଁ ପଢାଇବେ । ସେମାନଙ୍କୁ କୌଣସି ପୁରୁଷ ଶିକ୍ଷକ ପଢାଇବେ ନାହିଁ । କ୍ଲାସ ସରିବାର ୫ ମିନିଟ ପୂର୍ବରୁ ଛାତ୍ରୀମାନେ କ୍ଲାସ ଛାଡିବେ । ଛାତ୍ରମାନେ ଶିକ୍ଷାନୁଷ୍ଠାନ ଛାଡିବା ପର୍ଯ୍ୟନ୍ତ ସେମାନେ ୱେଟିଂ ହଲରେ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି