Masthead

ଚାଷୀଙ୍କ ମହାସମ୍ମିଳନୀ, ୧୪୪ ଧାରା ଜାରି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଚାଷୀଙ୍କ ମହାସମ୍ମିଳନୀ । ଉତ୍ତରପ୍ରଦେଶର ମୁଜାଫରନଗର ପରେ ଆଜି ହରିୟାଣାର କରନାଲରେ ମହାସମ୍ମିଳନୀ । ଅନିର୍ଦ୍ଧିଷ୍ଟ କାଳ ପାଇଁ ମିନି ସଚିବାଳୟ ଘେରାଉ କରିବେ ଚାଷୀ । ଏହାକୁ ଆଖି ଆଗରେ ରଖି ହରିୟାଣା ସରକାର ବ୍ୟାପକ ପୋଲିସ ମୁତୟନ କରିଛନ୍ତି ।

ଆଜି ରାତି ୧୨ଟା ପର୍ଯ୍ୟନ୍ତ ୫ ଜିଲ୍ଲାରେ ସମସ୍ତ ଇଣ୍ଟରନେଟ ସେବା ଏବଂ ଏସଏମଏସ ସେବା ବନ୍ଦ କରିଛନ୍ତି । ଚାଷୀ ଆନ୍ଦୋଳନକୁ ଦୃଷ୍ଟିରେ ୧୦ ପ୍ଲାଟୁନ ସହିତ ସୁରକ୍ଷା କର୍ମଚାରୀଙ୍କ ୪୦ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି । ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଧାରା ୧୪୪ ଲାଗୁ କରାଯାଇଛି । ଚାଷୀ ସଂଗଠନର ପ୍ରସ୍ତାବିତ ସମ୍ମିଳନୀକୁ ଦୃଷ୍ଟିରେ ରଖି ଆଇନ ବ୍ୟବସ୍ଥାକୁ ମଜବୁତ କରିଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି