Masthead

କୋଇଡାରେ ‘ବଡ଼ ଖବର’ ଦିବସର ଶୁଭାରମ୍ଭ

କୋଇଡ଼ା (ବଡ଼ ଖବର ବ୍ୟୁରୋ): ପ୍ରତ୍ୟେକ ମାସ ୭ ତାରିଖକୁ ‘ବଡ଼ ଖବର’ ଦିବସ ପାଳନ କରାଯାଉଥିବା ବେଳେ  ଏହି କ୍ରମରେ ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଲକର ଟେନସା ମାର୍କେଟ ଛକ ନିକଟରେ ହେଲ୍ପ ‘ବଡ଼ ଖବର’ ଅଭିଯାନ ଆଜି ସକାଳ ଅନୁଷ୍ଠିତ ହୋଇଥିଲା । ଏଥିରେ ଟେନସା ଅଞ୍ଚଳର ଅନେକ ଜନସାଧାରଣ ଯୋଗଦେଇ ‘ବଡ଼ ଖବର’ ହେଲ୍ପ ଅଭିଯାନକୁ ସଫଳ କରାଇବା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା