Masthead

୯ରୁ ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) : ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ଆଣ୍ଡାମାନ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୯ତାରିଖ ବେଳକୁ ଆଉ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୨ରୁ ୩ଦିନ ଭିତରେ ଏହା ଡିପ୍ରେସନରେ ପରିଣତ ହେବ । ଉତ୍ତର ପଶ୍ଚିମ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ ଆଗାମୀ ୧୧ରୁ ୧୩ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଓ ଅନ୍ଧ୍ରପ୍ରଦେଶର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା