Masthead

ସହାୟତା ଅପେକ୍ଷାରେ ଦିବ୍ୟାଙ୍ଗ ପରିବାର

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଝାଟିମାଟି ଘରେ ଦିବ୍ୟାଙ୍ଗ ପରିବାର । ସହାୟତା ପାଇଁ ପ୍ରଶାସନକୁ ଆକୁଳ ନିବେଦନ । ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ଭିତରଅନ୍ଧାରି ପଞ୍ଚାୟତ ହରିଜନପଡା ଯାମୁକଣା ଗ୍ରାମରେ ଏଭଳି କରୁଣ ଦୃଶ୍ୟ ଦେଖିବାକୁ ମିଳିଛି । ଏହି ଗ୍ରାମରେ ଦିଲୀପ ମଲିକ ଏବଂ ତାଙ୍କ ଭାଇ ପ୍ରଦୀପ ମଲିକଙ୍କ ଘର ।

ଦିଲ୍ଲୀପ ମଲିକଙ୍କ ତିନୋଟି ପିଲା ଦିବ୍ୟାଙ୍ଗ ହୋଇଥିବା ସମୟରେ ତାଙ୍କ ଭାଇ ପ୍ରଦୀପ ମଲିକଙ୍କ ୧୫ ବର୍ଷର ଝିଅ ମଧ୍ୟ ଦିବ୍ୟାଙ୍ଗ । ଦିଲୀପ ମଲିକ ଏବଂ ପ୍ରଦୀପ ମଲିକଙ୍କ କହିବା ଅନୁଯାୟୀ, ଜନ୍ମ ବେଳୁ ପାଞ୍ଚ ଛଅ ମାସ ପରେ ହାଡ ବଙ୍କା ହେବାକୁ ଲାଗିଲା ଏବଂ ବାତ ମାରିଲା । ପରେ ତାଙ୍କୁ କଟକ ଶିଶୁ ଭବନକୁ ନେବା ପରେ ରୋଗ ଭଲ ହେବା ବଦଳରେ ରୋଗ ବେଶୀ ବଢିବାରେ ଲାଗିଲା । ଏଣୁ ଏହି ଦିବ୍ୟାଙ୍ଗ ପରିବାରକୁ ସହଯୋଗ ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ