Masthead

ଏକାଠି ହେଲେ ଭୂପେଶ ଓ ସିଂହଦେବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପଞ୍ଜାବ ପରେ ଛତିଶଗଡ କଂଗ୍ରେସରେ ଦେଖାଦେଇଥିଲା ଫାଟ । ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଓ ସ୍ୱାସ୍ଥ୍ୟମନ୍ତ୍ରୀ ଟିଏସ ସିଂହଦେଓଙ୍କ ମଧ୍ୟରେ ଚାଲିଥିବା ବାକଯୁଦ୍ଧର ଅବସାନ ଘଟିଛି । ଉଭୟ ନେତା ପ୍ରଥମଥର ପାଇଁ ଏକାଠି ନଜର ଆସିଥିବାର ଦେଖିବାକୁ ମିଳିଛି । ତେବେ ତୀଜା ଉତ୍ସବ ପାଇଁ ମୁଖ୍ୟମନ୍ତ୍ରୀ ବାଘେଲ ସ୍ୱାସ୍ଥ୍ୟମନ୍ତ୍ରୀ ଟିଏସ ସିଂହଦେବଙ୍କୁ ନିମନ୍ତ୍ରଣ କରିଥିଲେ ।

ନିମନ୍ତ୍ରଣ ରକ୍ଷାକରି ସିଂହଦେବ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଥିଲେ । ଏହା ସହ ବାଘେଲଙ୍କ ସହ ମଞ୍ଚରେ ଅନ୍ୟ କଂଗ୍ରେସ ନେତାମାନେ ମଧ୍ୟ ବସିଥିବାର ଦେଖିବାକୁ ମିଳିଥିଲା । ଏନେଇ ବାଘେଲଙ୍କ ସୁରକ୍ଷା ଅଧିକାରୀ ସୂଚନା ଦେବା ପରେ ସାରା ଦେଶରେ ବର୍ତ୍ତମାନ ଏହା ଚର୍ଚ୍ଚାର ବିଷୟ ପାଲଟିଛି । ଅପରପକ୍ଷରେ ମଞ୍ଚରେ ମୁଖ୍ୟମନ୍ତ୍ରୀ ଓ ସିଂହଦେବ କଥାବାର୍ତ୍ତା ହୋଇଥିବାର ଦେଖିବାକୁ ମିଳିଥିଲା ।

କେବଳ ଏତିକି ନୁହେଁ ବରଂ କଂଗ୍ରେସ ନେତା ଅଳକା ଲାମ୍ବା ଓ ରାଗିନୀ ନାୟକଙ୍କ ସହ ମଧ୍ୟ ବାଘେଲ କଥା ହୋଇଥିଲେ । ଅନ୍ୟପଟେ ଭୂପେଶ ଓ ସିଂହଦେବଙ୍କୁ ଶେଷଥର ପାଇଁ ୨୫ ଜୁଲାଇରେ ଏକାଠି ଦେଖିବାକୁ ମିଳିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି