Masthead

ଦିଲ୍ଲୀରେ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଖୋଲିବ ନାହିଁ ସ୍କୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀର ସମସ୍ତ ସ୍କୁଲ ବନ୍ଦ ରହିବା ନେଇ ପୂର୍ବରୁ ନିଷ୍ପତ୍ତି ନେଇଥିଲେ ଦିଲ୍ଲୀ ସରକାର । ତେବେ ଦିଲ୍ଲୀର ସ୍କୁଲଗୁଡି଼କ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଆଜି ଘୋଷଣା କରିଛନ୍ତି । କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏହି ଆଦେଶ ଦିଲ୍ଲୀ ସରକାରଙ୍କ ସମେତ କର୍ପୋରେଶନ, ଏନଡିଏମସି, ଦିଲ୍ଲୀ କ୍ୟାଣ୍ଟ ସହ ଜଡ଼ିତ ବେସରକାରୀ ବିଦ୍ୟାଳୟଗୁଡ଼ିକ ଲାଗି ପ୍ରଯୁଜ୍ୟ ରହିବ ବୋଲି ସୂଚନା ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ