Masthead

ପରମବୀର ସିଂହଙ୍କ ବିରୋଧରେ ଜାରି ହେଲା ୱାରେଣ୍ଟ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରର ପୂର୍ବତନ ପୁଲିସ କିମଶନରଙ୍କ ବଢିଆ ଅଡ଼ୁଆ । ତାଙ୍କ ବିରୋଧରେ ଜାରି ହୋଇଛି ୱାରେଣ୍ଟ । ତେବେ ଚଣ୍ଡିୱାଲ କମିଟି ଦ୍ୱାରା ଏହି ୱାରେଣ୍ଟ ଜାରି ହୋଇଥିବାର ସୂଚନା ମିଳିଛି । ଏହା ସହ ମହାରାଷ୍ଟ୍ର ଡିଜିପିକୁ ୱାରେଣ୍ଟ ଜାରି କରିବାକୁ ଜଣେ ଉଚ୍ଚ ଅଧିକାରୀଙ୍କ ନିଯୁକ୍ତି ଦାବି କରିଛି ଚଣ୍ଡିୱାଲ କମିଟି ।

ଏବଂ ୫୦ ହଜାର ଟଙ୍କାର ଜୋରିମାନା ଦେବା ପାଇଁ ମଧ୍ୟ ଏହି କମିଟି ନିର୍ଦ୍ଦେଶ ଦେଇଛି । ଏହା ପୂର୍ବରୁ ପରମବୀର ସିଂହଙ୍କ ବିରୋଧରେ ଲୁକଆଉଟ ନୋଟିସ ଜାରି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ