Masthead

ନରେନ୍ଦ୍ର ଡାଭୋଲକରଙ୍କ ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତ ବିରୋଧରେ ରୁଜୁ ହେବ ମାମଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ନରେନ୍ଦ୍ର ଡାଭୋଲକରଙ୍କ ହତ୍ୟା ମାମଲାର ଶୁଣାଣି କଲେ ପୁଣେ କୋର୍ଟ । ପୁଣେ କୋର୍ଟ ୨୦୧୩ ନରେନ୍ଦ୍ର ଡାବୋଲକର ହତ୍ୟା ମାମଲାରେ ଆଇପିସିର ଧାରା ୩୦୨, ୧୨୦(ବି), ୩୪ଏବଂ ୟୁଏପିଏ ଧାରା ୧୬ ଏବଂ ୩(୨୫), ୨୭(୧), ୨୭(୩) ଅନୁଯାୟୀ ଚାରିଜଣ ଅଭିଯୁକ୍ତଙ୍କ ନାମରେ ମାମଲା ଦାଏର କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଅପରପକ୍ଷରେ ଅନ୍ଧବିଶ୍ୱାସ ବିରୋଧରେ ପ୍ରଚାର କରିବାରେ ଡକ୍ଟର ନରେନ୍ଦ୍ର ଡ଼ାବୋଲକର ଆଗରେ ଥିଲେ । ୨୦୧୩ ମସିହାରେ ଡକ୍ଟର ନରେନ୍ଦ୍ର ଡ଼ାବୋଲକରଙ୍କ ହତ୍ୟା ମାମଲାରେ ବେଆଇନ କାର୍ଯ୍ୟକଳାପ ଅଧିନିୟମ ଅନୁଯାୟୀ ପାଞ୍ଚ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିବାକୁ ସିବିଆଇ ସ୍ୱତନ୍ତ୍ର କୋର୍ଟକୁ ଦାବି କରିଥିଲା । ଏହା ସହ ଅଭିଯୁକ୍ତ ଡାଭୋଲକରଙ୍କୁ ହତ୍ୟା କରି ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିବାକୁ ଚେଷ୍ଟା କରୁଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ