Masthead

କାଲି ଠାରୁ ଭବାନୀପୁର ନିର୍ବାଚନ ପାଇଁ ପ୍ରଚାର କରିବେ ମମତା

କୋଲକାତା: ସାରା ଦେଶର ନଜର ବର୍ତ୍ତମାନ ପଶ୍ଚିମବଙ୍ଗ ରାଜନୀତି ଉପରେ । ଏହା ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କର ନିର୍ବାଚନ ପ୍ରଚାର ଆରମ୍ଭ କରିବା ପାଇଁ ଯାଉଛନ୍ତି । ଆସନ୍ତା କାଲି ଠାରୁ ଭବାନୀପୁର ବିଧାନସଭା ଉପନିର୍ବାଚନ ପାଇଁ ମମତା ପ୍ରଚାର ଆରମ୍ଭ କରିବେ ବୋଲି ସୂଚନା ମିଳିଛି ।

ଆସନ୍ତାକାଲି ଅପରାହ୍ନ ୩ଟାରେ ଦିଦି ଗୋଟିଏ ଅଡିଟୋରିୟମରେ ଭବାନୀପୁର ନିର୍ବାଚନ ମଣ୍ଡଳୀରେ ଥିବା ସମସ୍ତ ୱାର୍ଡର ଟିଏମସି କର୍ମୀମାନଙ୍କୁ ସମ୍ବୋଧନ କରିବେ। ପ୍ରଚାର ରଣନୀତି କ’ଣ ରହିବ ଓ କର୍ମୀମାନେ କେମିତି ଲୋକଙ୍କ ପାଖରେ ପହଞ୍ଚିବେ, ସେ ବାବଦରେ ଦିଦି ସମସ୍ତଙ୍କୁ ମନ୍ତ୍ର ଫୁଙ୍କିବେ ବୋଲି କୁହାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ