Masthead

କୃଷି ଆଇନ ସମ୍ପର୍କିତ ରିପୋର୍ଟକୁ ସାର୍ବଜନୀନ କରାଯାଉ !

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନକୁ ଦୀର୍ଘ ଦିନ ଧରି ଚାଷୀମାନେ ବିରୋଧ କରି ଆସୁଛନ୍ତି । ଏହା ମଧ୍ୟରେ କୃଷି ଆଇନ ସମ୍ପର୍କିତ ରିପୋର୍ଟକୁ ସାର୍ବଜନୀନ କରାଯାଉ ବୋଲି ଦାବି କରାଯାଉଛି । ଏନେଇ ଚାଷୀ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟରେ ଗଠନ କରାଯାଇଥିବା ପ୍ୟାନେଲର ଜଣେ ସଦସ୍ୟ ନିବେଦନ କରିଛନ୍ତି ।

ସଦସ୍ୟ ଜଣଙ୍କ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମନ୍ନାଙ୍କୁ ଚିଠି ଲେଖି କୃଷି ଆଇନ ସମ୍ପର୍କରେ ପ୍ୟାନେଲ ଦେଇଥିବା ରିପୋର୍ଟକୁ ସାର୍ବଜନୀନ କରିବାକୁ ଅନୁରୋଧ କରିଛନ୍ତି । ପ୍ୟାନେଲ ପକ୍ଷରୁ ମାର୍ଚ୍ଚ ମାସରେ ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରାଯାଇ ସୁପ୍ରିମକୋର୍ଟଙ୍କ ନିକଟରେ ରିପୋର୍ଟ ଦାଖଲ କରାଯାଇଥିଲା । ତେବେ ସୁପ୍ରିମକୋର୍ଟ ଏହି ରିପୋର୍ଟକୁ ଠିକ ଭାବରେ ଦେଖିନାହାଁନ୍ତି । ତେଣୁ ଏହି ରିପୋର୍ଟକୁ ସାର୍ବଜନୀନ କରିବାକୁ ଅନୀଲ ଘନୱାଟ ନିବେଦନ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’