ବଢିପାରେ ବର୍ଷାର ପରିମାଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୨୪ ଘଣ୍ଟାରେ ହୋଇପାରେ ପ୍ରବଳ ବର୍ଷା । ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ସୁନ୍ଦରଗଡ, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିହପୁର, ଅନୁଗୁଳ, ବୌଦ୍ଧ, ବଲାଙ୍ଗିର, ନୂଆପଡା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେପଟେ ଓଡ଼ିଶା ଉପରେ ଥିବା ମନସୁନ୍ ଟ୍ରାପ୍ ଦକ୍ଷିଣ ଓଡିଶା ମୁହାଁ ହେଉଥିବାବେଳେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୯ ଏବଂ ୧୦ ତାରିଖରୁ ବର୍ଷାର ପରିମାଣ ବଢିବ। ଅନ୍ୟପଟେ ଆସନ୍ତା ୨୪ ଘଣ୍ଟାରେ ମତ୍ସ୍ୟଜିବୀଙ୍କୁ ସମୂଦ୍ର ମଧ୍ୟକୁ ଯିବାକୁ ବାରଣ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ