Masthead

୨୪ ଘଣ୍ଟାରେ ୭୬୨ ପଜିଟିଭ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୩୫୬୭ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୧୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୩୫୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୮୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୮୫୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୫୯୯୦୩୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ