Masthead

ଫୁଲୁଛି ଜଳକା

ବାଲେଶ୍ଵର (ବଡ଼ ଖବର ବ୍ୟୁରୋ): ବାଲେଶ୍ଵର ଜିଲ୍ଲା ବସ୍ତା ମଥାନୀର ଜଳକା ନଦୀରେ ପ୍ରବେଶ କଲା ବନ୍ୟା ଜଳ । ବଙ୍ଗୋପସାଗରରରେ ଲଘୁଚାପ ସୃଷ୍ଟି ହେବା ଫଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ବେଳେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଉଛି । ସେଥିମଧ୍ୟରୁ ବସ୍ତା ବ୍ଲକରେ ଥିବା ଜଳକା ଓ ବାଉଁଶନଦୀ ଏଥିରୁ ବାଦ ପଡ଼ିନାହିଁ।

ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁଁ ଜଳକା ନଦୀର ଜଳ ପତନ ବଢ଼ିବଢ଼ି ଚାଲିଛି। ଏଠାରେ ନଦୀର ବିପଦ ସଂଙ୍କେତ ୫.୫ ଥିବା ବେଳେ ସକାଳ ୬ଟା ସୁଧା ୫.୬୦ ରେ ପହଞ୍ଚିଛି। ଅନେକ ସ୍ଥାନରେ ଡ୍ରେନ ବ୍ୟବସ୍ଥା ଠିକ ନଥିବାରୁ ଉଭୟ ନଦୀର ପାଣି ନିଷ୍କାସନରେ ବିଳମ୍ବ ଘଟୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା