Masthead

ନଦୀରୁ ମୃତ ଦେହ ଉଦ୍ଧାର

ଜଙ୍କିଆ(ବଡ଼ ଖବର ବ୍ୟୁରୋ): ଜଙ୍କିଆ ମଲାଗୁଣୀ ନଦୀରୁ ମୃତ ଦେହ ଉଦ୍ଧାର । ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ମଲାଗୁଣୀ ନଦୀରୁ ମୃତ ଦେହ ଉଦ୍ଧାର। ସ୍ଥାନୀୟ ଲୋକ ନଦୀକୁ ଶୌଚ ଯିବା ସମୟରେ ନଦୀରେ ଶବ ଭାସୁଥିବା ଦେଖି ଜଙ୍କିଆ ଥାନକୁ ଖବର ଦେଇଥିଲେ ।

ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଶବକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛନ୍ତି । ମୃତକ ଜଣକ ଜଙ୍କିଆ ଥାନା ଅନ୍ତର୍ଗତ ରାୟପୁର ଗ୍ରାମର ଡ଼ମ୍ବୁରୁ ଧର ଶ୍ରୀ ଚନ୍ଦନ ବୋଲି ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ