Masthead

ଖଣି ଦୁର୍ନୀତି, ୪ଟା ଯାଏଁ ମୁଲତବି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାଚସ୍ପତିଙ୍କୁ ଘେରିଲେ ବିରୋଧୀ । ବିଜେପି ଓ କଂଗ୍ରେସ ପକ୍ଷରୁ ବାଚସ୍ପତିଙ୍କୁ ଘେରାଉ କରାଯାଇଛି। ଗୃହରେ ଖଣି ଦୁର୍ନୀତି ପ୍ରସଙ୍ଗ ନେଇ ହୋହଲ୍ଲା କରିଥିଲେ ବିରୋଧୀ ।

ବିରୋଧୀଙ୍କ ହଟ୍ଟଗୋଳ ପରେ ଗୃହକୁ ୪ଟା ପର୍ଯ୍ୟନ୍ତ ମୁଲତବି କରିଛନ୍ତି ବାଚସ୍ପତି । ଯେପର୍ଯ୍ୟନ୍ତ ଖଣି ଦୁର୍ନୀତି ପ୍ରସଙ୍ଗରେ ଆଲୋଚନା ନ ହୋଇଛି ସେ ପର୍ଯ୍ୟନ୍ତ ଗୃହ ଚଲାଇ ଦେବୁନାହିଁ ବୋଲି ବିରୋଧୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି