Masthead

ଆଫଗାନରେ ତାଲିବାନୀ ନୀତି

(ବଡ଼ ଖବର ବ୍ୟୁରୋ): ଆଫଗାନରେ ତାଲିବାନୀ ନୀତି । ନୂଆ ସରକାର ଗଠନ କରିବା ପରେ ନୂଆ ନୀତି ଘୋଷଣା କରିଛି ତାଲିବାନ। ତାଲିବାନୀ କହିଛନ୍ତି, କେହି ଭବିଷ୍ୟତକୁ ନେଇ ଚିନ୍ତା କରିବାର ଆବଶ୍ୟକତା ନାହିଁ । ଦେଶରେ ଲାଗୁ ହେବ ଇସଲାମିକ୍ ବ୍ୟବସ୍ଥା । ଶରିଆ ଆଇନ ଅନୁସାରେ ଆଫଗାନିସ୍ତାନ ସରକାର ଓ ଲୋକଙ୍କୁ ଚାଲିବ । ଆଫଗାନିସ୍ତାନରେ କିଭଳି ଶାନ୍ତି ଫେରିବ ତାହା ସରକାର ଚେଷ୍ଟା କରିବ ।

ଏଥିସହ ଦେଶ ନ ଛାଡିବାକୁ ଆଫଗାନ ନାଗରିକଙ୍କ ଅପିଲ କରିଛନ୍ତି ନୂଆ ସରକାର । ଅନ୍ୟପଟେ ତାଲିବାନୀ ସରକାରକୁ ବେଆଇନ କହିଛି ରେଜିଷ୍ଟାନ୍ସ ଫୋର୍ସ । ପଞ୍ଜଶୀରରେ ତାଲିବାନ ଚଳାଇଥିବା ନରସଂହାର ରୋକିବା ପାଇଁ ଜାତିସଂଘର ଦ୍ୱାରସ୍ଥ ହୋଇଛି ରେଜିଷ୍ଟାନ୍ସ ଫୋର୍ସ । ସେପଟେ ତାଲିବାନ ସରକାରକୁ ନେଇ ଆମେରିକାରେ ତୀବ୍ର ପତିକ୍ରିୟା ପ୍ରକାଶ ପାଇଛି । ଆମେରିକା ଆଇନ ପ୍ରଣେତା କହିଛନ୍ତି, ତାଲିବାନ ସରକାର ହେଉଛି, ଆତଙ୍କବାଦୀଙ୍କ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ