Masthead

ଚାଷୀଙ୍କ ଅଭିନବ ପ୍ରତିବାଦ

ବରଗଡ଼ (ବଡ଼ ଖବର ବ୍ୟୁରୋ): ପନିପରିବା ଅଭାବୀ ବିକ୍ରୀକୁ ନେଇ ଚାଷୀ ମାନଙ୍କ ଅଭିନବ ପ୍ରତିବାଦ । ରାଜ ରାସ୍ତାରେ ଫ୍ରିରେ ଲୋକଙ୍କୁ ବାଣ୍ଟିଲେ ପରିବା । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବରଗଡ଼‐ରାୟପୁର ୫୩ ନମ୍ବର ରାଜରାସ୍ତାରେ । ପନିପରିବାର ମୂଲ୍ୟ କମିଯାଇଥିବାରୁ ଦୂର୍ଦ୍ଦିନରେ ଅଛନ୍ତି ଚାଷୀ ।

ପ୍ରତିବାଦ ସ୍ବରୁପ ବିନା ମୂଲ୍ୟରେ ରାସ୍ତାରେ ଯାଉଥିବା ଲୋକଙ୍କୁ ପନିପରିବା ବାଣ୍ଟୁଥିବା ଦେଖିବାକୁ ମିଳିଛି । ବରଗଡ଼ ଜିଲ୍ଲାର ଶହଶହ ଚାଷୀ ଏଥିରେ ସାମିଲ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା