Masthead

ଧଳା ଜହର ଜବତ

ନାଉଗାଁ(ବଡ଼ ଖବର ବ୍ୟୁରୋ): ଜବତ ହେଲା ଧଳା ଜହର । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ନାଉଗାଁ ବଜାରରେ । ଦୀର୍ଘ ଦିନ ହେବ ଚୋରା ବ୍ରାଉନ ସୁଗାର ବେପାର କରୁଥିବା ନାଉଗାଁ ଥାନା ପାଖର ବୈରାଗୀ ମହାରଣାଙ୍କୁ ଧରିବାରେ ନାଉଗାଁ ପୋଲିସ ସଫଳ ହୋଇଛି।

ବୈରାଗୀ ଠାରୁ ୨୫ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ହେବ। ଏନେଇ ଥାନାରେ ମାମଲା ରୁଜୁ କରାଯାଇଛି । ଆଜି ଆସାମୀକୁ କୋର୍ଟ ଚାଲାଣ କରାଯିବ ବୋଲି ଥାନା ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ