Masthead

ଏଣିକି ମହିଳାମାନେ ଏନଡ଼ିଏରେ ଯୋଗ ଦେଇପାରିବେ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶର ମହିଳାମାନଙ୍କୁ ନେଇ ଐତିହାସିକ ନିଷ୍ପତ୍ତି ନେଇଛନ୍ତି ସୁପ୍ରିମକୋର୍ଟ । ତେବେ ଭାରତର ସଶସ୍ତ୍ର ବାହିନୀରେ ସ୍ଥାୟୀ ଆୟୋଗ ପାଇଁ ମହିଳାମାନଙ୍କୁ ନ୍ୟାସନାଲ ଡ଼ିଫେନ୍ସ ଏକାଡ଼େମୀରେ ଭର୍ତ୍ତି କରାଯାଇ ପାରିବ ବୋଲି ଦେଶର ସବୋର୍ଚ୍ଚ କୋର୍ଟ କହିଛନ୍ତି । ଏ ସମ୍ପର୍କରେ ବିସ୍ତୃତ ବିବରଣୀ ଦେବା ଲାଗି ସୁପ୍ରିମକୋର୍ଟଙ୍କ ପକ୍ଷରୁ ସରକାରଙ୍କୁ ୨ ସପ୍ତାହ ସମୟ ପ୍ରଦାନ କରାଯାଇଛି ।

ସେପ୍ଟେମ୍ବର ୨୦ ତାରିଖ ସୁଦ୍ଧା ଏହାର ଉତ୍ତର ଦାଖଲ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହା ପରେ ସମଗ୍ର ପ୍ରକ୍ରିୟା ସ୍ପଷ୍ଟ ହେବ । ଏନଡ଼ିଏ ଏବଂ ନାଭାଲ ଏକାଡ଼େମୀରେ ମହିଳା କ୍ୟାଡ଼େଟଙ୍କ ପ୍ରବେଶ ପାଇଁ ସରକାର ନୀତି ଏବଂ ପଦ୍ଧତି ସ୍ଥିର କରୁଛନ୍ତି । ଅପରପକ୍ଷରେ ମହିଳା କ୍ୟାଡ଼େଟମାନେ ଏହି ଉଭୟ ସଂସ୍ଥାରେ ପ୍ରଶିକ୍ଷଣ ପାଇବେ । ଏହାପରେ ସେମାନଙ୍କ ସ୍ଥାୟୀ କମିଶନ ପ୍ରଦାନ କରାଯିବ । କିନ୍ତୁ କେଉଁ ପ୍ରକ୍ରିୟା ଅଧୀନରେ ଏହାକୁ ଚୂଡ଼ାନ୍ତ ରୂପ ଦିଆଯିବ ଖୁବ ଶୀଘ୍ର ତାହା ନିର୍ଣ୍ଣୟ କରାଯିବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର