Masthead

ଉତ୍ତରାଖଣ୍ଡ ରାଜ୍ୟପାଳ ଦେଲେ ଇସ୍ତଫା

ଡ଼େରାଡ଼ୁନ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡ ରାଜ୍ୟପାଳ ବେବି ରାଣି ମୌର୍ଯ୍ୟ ଇସ୍ତଫା ଘୋଷଣା କରିଛନ୍ତି । ଏଖବର ସାମ୍ନାକୁ ଆସିବା ପରେ ସାରା ଦେଶର ରାଜନୈତିକ ମାହଲ ବେଶ ସରଗରମ ହୋଇ ଉଠିଥିଲା । ତାଙ୍କର ଇସ୍ତଫା ପତ୍ରକୁ ଅନୁମୋଦନ ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖକୁ ପଠାଇଥିବାର ସୂଚନା ମିଳିଛି ।

ଅପରପକ୍ଷରେ ରାଜ୍ୟପାଳ ପଦ ଛାଡ଼ି ସେ ରାଜନୀତିରେ ପ୍ରବେଶ କରିବେ ବୋଲି ଅନୁମାନ କରାଯାଉଛି । ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସେ ଲଢିବାକୁ ମନସ୍ଥ କରିଥିବାର ସୂଚନା ମିଳିଛି । ଅନ୍ୟପଟେ ଉତ୍ତରାଖଣ୍ଡ ରାଜ୍ୟପାଳ ଭାବେ ବେବି ରାଣି ୩ ବର୍ଷ କାର୍ଯ୍ୟକରିଛନ୍ତି । ଏହା ପୂର୍ବରୁ ଆଗ୍ରାର ମେୟର ଭାବରେ ମଧ୍ୟ ସେ ଦାୟିତ୍ୱ ଗ୍ରହଣ କରିଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ