Masthead

ପରଲୋକରେ ଗୋବିନ୍ଦ ଚନ୍ଦ୍ର ମାହୁନ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ପ୍ରାଣବାୟୁ ତ୍ୟାଗ କଲେ ବରେଣ୍ୟ ଗୋବିନ୍ଦ ଚନ୍ଦ୍ର ମାହୁନ୍ତ । ଏଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟ ସ୍ଥବ୍ଧ ହୋଇଯାଇଥିଲା । ନିଜର ଅହଙ୍କାର ବିବର୍ଜିତ ବ୍ୟକ୍ତିତ୍ୱକୁ ନେଇ ବେଶ ପରିଚିତ ଥିଲେ ଗୋବିନ୍ଦ ଚନ୍ଦ୍ର ମାହୁନ୍ତ । ଭାଷା ଆନ୍ଦୋଳନର ପ୍ରତିଷ୍ଠାତା ସଦସ୍ୟ, ଯୁଗ୍ମ ଶାସନ ସଚିବ ତଥା ରାଜ୍ୟ ରେଡକ୍ରସର ଯୁଗ୍ମ ସମ୍ପାଦକ ଭଳି ଅନେକ ସଂସ୍ଥାମାନଙ୍କରେ ସାମିଲ ଥିଲେ ।

ତାଙ୍କର ବିୟୋଗରେ ଓଡ଼ିଶା ନାଗରିକ ମହାମଞ୍ଚର ଅଧ୍ୟକ୍ଷ, ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ଅଧ୍ୟକ୍ଷ, ଭାଷା ଆନ୍ଦୋଳନର ସଭାପତି, ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ଗଭୀର ଶୋକ ପ୍ରକାଶ କରିବା ସଙ୍ଗେ ସଙ୍ଗେ ତାଙ୍କର ଅମୃତ ଅମ୍ଳାନ ସ୍ମୃତି ପ୍ରତି ଶ୍ରଦ୍ଧାବଚନାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଚଳି ଅର୍ପଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ