Masthead

ଚିକିତ୍ସା ନ ପାଇ ବିଧାନସଭା ଆଗରେ ଜୀବନ ହାରିଲେ ଯୁବକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭା ଆଗରେ ଆତ୍ମହତ୍ୟା ଉଦ୍ୟମ କରି ଜୀବନ ହାରିଲେ ଯୁବକ । ବିଭିନ୍ନ ଦାବି ନେଇ ଯୁବକ ଜଣକ ବିଧାନସଭା ଆଗରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଯୁବକଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଖବର ନେବାରୁ ତାଙ୍କର ପରିଚୟ ମିଳିଥିଲା ।

ଯୁବକ ଜଣକ ହେଉଛନ୍ତି ଦୁଷ୍ମନ୍ତ ଦାସ । ଘର ତାଙ୍କର ଜଗତସିଂହପୁର ଜିଲ୍ଲା କୁଜଙ୍ଗ ପଙ୍କପାଳ ଗାଁର ଦୁଷ୍ମନ୍ତ ଦାସ । ଦୁଷ୍ମନ୍ତଙ୍କର ଅଭିଯୋଗ ଥିଲା ଯେ କଟକ ଏସସିବିରେ ଚିକିତ୍ସା ଅଭାବ ଯୋଗୁ ସେ ଏଭଳି କରିଥିବା କହିଛନ୍ତି । ବର୍ତ୍ତମାନ ଖବର ଆସୁଛି ଯେ ତାଙ୍କର ମୃତ୍ୟୁ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ