Masthead

ଆଜି ପ୍ରକାଶ ପାଇବ ଯୁକ୍ତ୩ ମେଧା ତାଲିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଯୁକ୍ତ୩ ମେଧା ତାଲିକା । ଉଚ୍ଚଶିକ୍ଷା ବିଭାଗ ଅଧୀନ ଯୁକ୍ତ ୩ ତଥା ସ୍ନାତକ କଲେଜଗୁଡ଼ିକରେ ନାମଲେଖା ପାଇଁ ଗୁରୁବାର ପ୍ରଥମ ପର୍ଯ୍ୟାୟ କଟଅଫ୍‌ ମାର୍କ ତଥା ମେଧା ତାଲିକା ପ୍ରକାଶ ପାଇବ।

ପୂର୍ବାହ୍ନ ୧୧ଟାରେ ତାଲିକା ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀ ଅପରାହ୍ନ ୨ଟାରୁ ୧୪ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଅନଲାଇନରେ ନାମଲେଖା ଫି’ ଦାଖଲ କରିପାରିବେ। ସେପ୍ଟେମ୍ବର ୧୩ରୁ ୧୬ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ଆଲର୍ଟ ହୋଇଥିବା କଲେଜରେ ରିପୋର୍ଟିଂ କରି ନାମ ଲେଖାଇବେ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା