Masthead

୧୧ ରେ ଲଘୁଚାପ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ଯୋଗୁ ସାରା ରାଜ୍ୟରେ ଏବେ ଦକ୍ଷି-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ସେପଟେ ଆସନ୍ତା ୧୦ ତାରିଖରେ ଉତ୍ତର ବଙ୍ଗୋପସାଗର ପୂର୍ବ ଭାଗରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଯାହାକି ୧୧ରେ ଲଘୁଚାପରେ ପରିଣତ ହୋଇ ୧୩ କିମ୍ବା ୧୪ ତାରିଖ ଦକ୍ଷିଣ ଓଡ଼ିଶା ଉପକୂଳ ଓ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ପଶ୍ଚିମ ଆଡ଼କୁ ଗତି କରିବ।

ଏହାର ପ୍ରଭାବରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ। ଅନ୍ୟାନ୍ୟ ଅଞ୍ଚଳରେ ୧୧ରୁ ୧୩ ଯାଏ ବର୍ଷା ହେବା ନେଇ ପାଣିପାଗ ବିଶେଷଜ୍ଞଙ୍କ ପକ୍ଷରୁ ସୂଚନା ମିଳିଛି । ଏହି ସମୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ ଅଭ୍ୟନ୍ତରୀଣ ଗଞ୍ଜାମରେ ସପ୍ତାହକ ଭିତରେ ସମୁଦାୟ ୧୦୦ ମିମିରୁ ଅଧିକ ବର୍ଷା ହୋଇପାରେ। ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ସମ୍ଭାବନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ