Masthead

ବଢୁଛି ପିଲାଙ୍କ ସଂକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଢୁଛି ପିଲାଙ୍କ ସଂକ୍ରମଣ । ରାଜ୍ୟରେ ଏବେ ଦୈନିକ ସଂକ୍ରମଣ ହଜାର ତଳେ ରହୁଛି । ଆକ୍ରାନ୍ତଙ୍କ ସଂଖ୍ୟା ନିର୍ଦ୍ଦିଷ୍ଟ ସ୍ତରରେ ଉପରତଳ ହେଉଥିବାବେଳେ ପିଲାଙ୍କ ସଂକ୍ରମଣ ବଢ଼ିଚାଲିଛି । କେବଳ ୭ ଦିନରେ ୭୯୪ ଶିଶୁ ଆକ୍ରାନ୍ତ ହୋଇଥିବବେଳେ ଗତ୨୪ ଘଣ୍ଟାରେ  ୧୧୭ ପିଲା ସଂକ୍ରମିତ ହୋଇଥିବା ସୂଚନା ମିଳିଛି ।

ତୃତୀୟ ଲହର ନଆସୁଣୁ ପିଲାଙ୍କ ସଂକ୍ରମଣ ଏବେ ଅଭିଭାବକଙ୍କ ଚିନ୍ତା ବଢାଇଛି । ଡିଏମଇଟି ସିବିକେ ମହାନ୍ତି କହିଛନ୍ତି, ପିଲାମାନେ ଟିକା ନେଇ ନଥିବାରୁ ବୟସ୍କଙ୍କ ଠାରୁ ସେମାନଙ୍କୁ ସଂକ୍ରମଣ ବ୍ୟାପୁଥାଇପାରେ । ପିଲାଙ୍କୁ ସଂକ୍ରମଣରୁ ରକ୍ଷା କରିବାରେ ଅଭିଭାବକଙ୍କର ବଡ଼ ଦାୟିତ୍ୱ ରହିଛି । ତେବେ ତୃତୀୟ ଲହରରେ ପିଲାଙ୍କ ସଂକ୍ରମଣ କମ ରହିବ ବୋଲି ଆକଳନ କରୁଛନ୍ତି ଡିଏମଇଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା