Masthead

ଘରୋଇ ହାତରେ ପରିବହନ ନିର୍ମାଣ ଦାୟିତ୍ୱ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଘରୋଇ ହାତରେ ପରିବହନ ନିର୍ମାଣ ଦାୟିତ୍ୱ । ରାଫେଲ ପରେ ଭାରତୀୟ ବାୟୁସେନାର ବ୍ୟବହାର ପାଇଁ ୪୦ଟି ସି-୨୯୫ ଟ୍ରାନ୍ସପୋର୍ଟ ଏୟାରକ୍ରାଫ୍ଟ ଦାୟିତ୍ୱ ସରକାର ଘରୋଇ ହାତକୁ ଦେଇଛନ୍ତି । ଭାରତ ସରକାରଙ୍କ ବିମାନ ନିର୍ମାଣକାରୀ ଉଦ୍ୟୋଗ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ ବା ହାଲକୁ ଏହି ନିର୍ମାଣ କାର୍ଯ୍ୟ ଦିଆଯାଇନାହିଁ ।

ଟାଟା କନସୋଟାରିୟମକୁ ସରକାର ଏହାର ନିର୍ମାଣ ଦାୟିତ୍ୱ ଦେଇଛନ୍ତି । ପ୍ରତିରକ୍ଷା ସମ୍ପର୍କିତ କ୍ୟାବିନେଟ ବୈଠକରେ ଏ ସମ୍ପର୍କିତ ପ୍ରସ୍ତାବକୁ ମଞ୍ଜୁରି ଦିଆଯାଇଛି । ବାୟୁସେନା ପାଇଁ ସି-୨୯୫ର ୫୬ ଟି ଟ୍ରାନ୍ସପୋର୍ଟ ଏୟାରକ୍ରାଫ୍ଟ କିଣିବାକୁ କ୍ୟାବିନେଟ ଅନୁମୋଦନ ଦେଇଛି । ଏଥିରେ ୨୧ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ । ଏୟାରବସ ଡିଫେନ୍ସ ଆଣ୍ଡ ସ୍ପେସ ୧୬ଟି ବିମାନ ୨ବର୍ଷ ମଧ୍ୟରେ କିଣାଯିବ । ଏବଂ ୪୦ଟି ଟାଟା କନସୋଟୋରିୟମ ଦ୍ୱାରା ୧୦ ବର୍ଷ ମଧ୍ୟରେ ନିର୍ମାଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା