Masthead

ରାତି ଅଧରେ ଶବ ଦାହ

କଟକ (ବଡ଼ ଖବର ବ୍ୟୁରୋ): ରାତି ଅଧିଆ ଦୁଷ୍ମନ୍ତଙ୍କ ଶବ କରାଗଲା ବ୍ୟବଚ୍ଛେଦ । ପୁରୀ ସ୍ୱର୍ଗଦ୍ୱାରରେ କରାଗଲା ଶବ ସତ୍କାର । ଦୁଷ୍ମନ୍ତଙ୍କ ମରଶରୀରକୁ ଗାଁକୁ ନେବା ପାଇଁ ଯୋଜନା ଥିଲେ ମଧ୍ୟ ଗାଁ ନଯାଇ ପୁରୀ ସ୍ୱର୍ଗଦ୍ୱାରକୁ ନିଆଗଲା । ତେବେ ଗାଁକୁ କ’ଣ ପାଇଁ ନିଆଗଲା ନାହିଁ ତାକୁ ନେଇ ଏବେ ବଡ଼ ପ୍ରଶ୍ନ ଉଠିଛି । କେମିତି ରାତି ଅଧରେ ଖୋଲିଲା ଶବ ବ୍ୟବଚ୍ଛେଦ ଗୃହ ।

କୁଜଙ୍ଗ ବିଡିଓ ଦୁଷ୍ମନ୍ତଙ୍କ ପତ୍ନୀଙ୍କୁ ୧ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଥିବା ବେଳେ ଆହୁରି ୧୦ ଲକ୍ଷ ଟଙ୍କା ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହା ସହିତ ଯୋଗ୍ୟତା ଅନୁସାରେ ତାଙ୍କ ପତ୍ନୀଙ୍କୁ ସରକାରୀ ଚାକିରି ଦିଆଯିବ ବୋଲି ମୌଖିକ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପକ୍ଷରେ ଦୁଷ୍ମନ୍ତଙ୍କ ମୃତ୍ୟୁ ପରେ ପ୍ରଶାସନର ଏଭଳି ତତ୍ପରତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ତାଙ୍କ ଗାଁ ଲୋକେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ