Masthead

ସେନା କର୍ମଚାରୀଙ୍କୁ ମାଡ଼

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ମହିଳା ଏଏସଆଇଙ୍କୁ ଦୁର୍ବ୍ୟବହାର ପରେ ସେନା କର୍ମଚାରୀଙ୍କୁ ମାଡ଼ । ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲ୍ଲା ତିନିମୁହାଣୀ ଛକ ନିକଟରେ । ସୂଚନା ଅନୁଯାୟୀ ତିନିମୁହାଣୀ ଛକ ନିକଟରେ ମାସ୍କ ଓ ହେଲମେଟ ଚେକିଂ ଚାଲୁଥିବା ବେଳେ ସଦରଥାନା ଗରାପୁର ଗାଁର ମନୋରଞ୍ଜନ ରାଉତ ନାମକ ଜଣେ ପୂର୍ବତନ ସେନା କର୍ମଚାରୀ ପୋଲିସ ସହ ବଚସା କରିବା ସହ ଡ୍ୟୁଟିରେ ଥିବା ମହିଳା ଏଏସଆଇଙ୍କୁ ଦୁର୍ବ୍ୟବହାର କରିବା ସହ ମରଣାନ୍ତକ ଆକ୍ରମଣ କରିଥିଲେ । ଏହାପରେ ଅନ୍ୟ ପୋଲିସ ଦଳ ପହଞ୍ଚି ସାମରିକ କର୍ମଚାରୀଙ୍କୁ ମାଡ଼ ମାରିବା ସହ ଟାଉନ ପୋଲିସ କେଶ ନଂ ୧୬୨ରେ ମାମଲା ରୁଜ୍ଜୁ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ