Masthead

୧୩ ତମ ବ୍ରିକ୍ସର ବାର୍ଷିକ ସମ୍ମିଳନୀ ସମ୍ବୋଧିତ କଲେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚ୍ଚୁଆଲ ଫମାର୍ଟରେ ୧୩ ତମ ବ୍ରିକ୍ସର ବାର୍ଷିକ ସମ୍ମିଳନୀ ସମ୍ବୋଧିତ କରିଛନ୍ତି । ଏହି ବୈଠକରେ ବ୍ରାଜିଲ ରାଷ୍ଟ୍ରପତି ଜାୟର ବୋଲସାନାରୋ, ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସା, ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁତିନ ଏବଂ ଚୀନ ରାଷ୍ଟ୍ରପତି ସିଜିନପିଙ୍ଗ ଯୋଗଦେବେ ।

ଅପରପକ୍ଷରେ ଚଳିତ ବର୍ଷ ଭାରତ ବ୍ରିକ୍ସର ଅଧ୍ୟକ୍ଷତା କରୁଛି । ତେବେ ଆରମ୍ଭରୁ ହିଁ ଆଫଗାନିସ୍ତାନ ପ୍ରସଙ୍ଗ ଉଠିଛି । ଆମେରିକା ଆଫଗାନିସ୍ତାନରୁ ସୌନ୍ୟବାହିନୀ ଏବଂ ଏହାର ସହଯୋଗୀ ଦଳ ପ୍ରତ୍ୟାହାର କରିବା ପରେ ଆଫଗାନିସ୍ତାନ ସହ କଣ ହୋଇଛି ତାହା ବିଶ୍ୱ ଦେଖୁଛି ବୋଲି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁତିନ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି