Masthead

ଜାତୀୟ ରାଜପଥରେ ଅବତରଣ କଲା ବାୟୁସେନାର ଯୁଦ୍ଧ ବିମାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଥମଥର ପାଇଁ ଜାତୀୟ ରାଜପଥରେ ଅବତରଣ କରିଛି ବାୟୁସେନାର ଯୁଦ୍ଧ ବିମାନ । ତେବେ ଭାରତୀୟ ବାୟୁସେନାର ମୁକୁଟ କୁହାଯାଉଥିବା ସୁଖୋଇ ସୁ-୩୦ ଏମକେ ଯୁଦ୍ଧ ବିମାନ ଦେଶକୁ ଏହି ସଫଳତା ଦେଇଛି ।

କେବଳ ସୁଖୋଇ ଯୁଦ୍ଧ ବିମାନ ନୁହେଁ ବରଂ ବାୟୁସେନାର ଜାଲୋରର ଜରୁରୀକାଳୀନ ଲ୍ୟାଣ୍ଡିଂ ଫିଲ୍ଡରେ ଏକ ଉ-୧୩୦ଔ ସୁପର ହର୍କ୍ୟୁଲ୍ସ ପରିବହନ ବିମାନ ଅବତରଣ କରିଥିଲା । ଉକ୍ତ ବିମାନରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ସଡ଼କ ପରିବହନ ମନ୍ତ୍ରୀ ଏବଂ ବାୟୁସେନା ମୁଖ୍ୟ ମଧ୍ୟ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି