Masthead

ଯୁକ୍ତ ୩ କଟ୍ଅଫ୍ ମାର୍କ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ପ୍ରକାଶ ପାଇଲା +୩ କଟ୍ଅଫ୍ ମାର୍କ । +୩ ନାମ ଲେଖା ପାଇଁ ଆବେଦନ କରିଥିଲେ ୨,୪୪,୨୫୨ ଛାତ୍ରଛାତ୍ରୀ । ପ୍ରଥମ ପର୍ଯ୍ୟାୟରେ ୧,୬୮,୫୩୭ ଛାତ୍ରଛାତ୍ରୀ ସିଲେକ୍ସନ କରାଯାଇଛି । ଭୂଗୋଳରେ ବିଜେବି କଲେଜ କଟ୍ଅଫ୍ ମାର୍କ୯୫.୨୦% ଥିବା ବେଳେ । ପଦାର୍ଥ ବିଜ୍ଞାନରେ ୯୬.୪୦%, ପ୍ରାଣୀ ବିଜ୍ଞାନରେ ୯୬.୪୦%, ବାଣିଜ୍ୟରେ ୯୨% ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ