Masthead

ବଢିଲା ଆୟକର ରିଟର୍ଣ୍ଣ ଅବଧି

ନୂଆ ଦିଲ୍ଲୀ(ବଡ଼ ଖବର ବ୍ୟରୋ):      ଆୟକର ରିଟର୍ଣ୍ଣସର ଅବଧି ପୁଣି ବଢିଛି । ଆୟକର ରିଟର୍ଣ୍ଣସ ଦାଖଲ କରିବାକୁ କେନ୍ଦ୍ର ସରକାର ଆଜି ସମୟସାମୀ ବୃଦ୍ଧି କରିଛନ୍ତି । ବର୍ତ୍ତମାନ ଲୋକମାନେ ଡିସେମ୍ବର ୩୧ ସୁଦ୍ଧା ସେମାନଙ୍କର ଆୟକର ରିଟର୍ଣ୍ଣସ ଦାଖଲ କରିପାରିବେ ବୋଲି ସରକାର ଘୋଷଣା କରିଛନ୍ତି । ତେବେ ସାଧାରଣତଃ ଜୁଲାଇ ମାସ ଶେଷ ସୁଦ୍ଧା ଆୟକର ରିଟର୍ଣ୍ଣସ ଦାଖଲ କରାଯାଇଥାଏ ।

ଆଗରୁ କେନ୍ଦ୍ର ସରକାର ସେପ୍ଟେମ୍ବର ୩୦ ଯାଏଁ ସରକାର ଟିକସ ଅବଧିକୁ ବୃଦ୍ଧି କରିଥିଲେ । ହେଲେ ଏବେ ଏହାକୁ ଡିସେମ୍ବର ୩୧ ଯାଏଁ ପୁଣି ବୃ୍ଦ୍ଧି କରିଦିଆଯାଇଛି । ସୂଚନା ଅନୁସାରେ କରୋନାକୁ ଦୃଷ୍ଟିରେ ରଖି ଏପରି କରାଯାଇଥିବା କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ