Masthead

ବିଦେଶୀଙ୍କୁ ଆଫଗାନିସ୍ତାନ ଛାଡ଼ିବାକୁ ତାଲିବାନ ରାଜି

(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନର ଅନ୍ତରୀଣ ସରକାର ଗୁରୁବାର ୨୦୦ ବିଦେଶୀଙ୍କୁ ଦେଶ ଛାଡ଼ିବାକୁ ଅନୁମତି ଦେଇଛନ୍ତି । ସେମାନଙ୍କ ମଧ୍ୟରେ ଅନେକ ଆମେରୀକୀୟ ଅଛନ୍ତି । କାବୁଲ ଏୟାରପୋର୍ଟରୁ କତାରର ଏକ ବିମାନରେ ସେମାନେ ଆମେରିକା ଯାଇଛନ୍ତି । ଅଗଷ୍ଟ ୧୫ରେ ଇସଲାମୀୟ ବିଦ୍ରୋହୀ କାବୁଲ ଦଖଲ କରବାପରେ ଉକ୍ତ ବିମାନବନ୍ଦରରୁ ପ୍ରଥମ ଥର ପାଇଁ ଅନ୍ତର୍ଜାୟୀତ ବିମାନ ଚଳାଚଳ କରିଛି ।

ଏହା ପୂର୍ବରୁ ଆମେରିକା ନେତୃତ୍ୱାଧୀନ ସାମରିକ ମେଣ୍ଟ ୧,୨୪,୦୦୦ ବିଦେଶୀଙ୍କୁ ସୁରକ୍ଷିତ ଭାବେ ସ୍ଥାନାସ୍ତର କରିଥିଲା । ଆମେରିକାର ସ୍ୱତନ୍ତ୍ର ପ୍ରତିନିଧି ଜଲମେ ଖାଲିଦଜାଦଙ୍କୁ ଆଫଗାନିସ୍ତାନ ଛାଡ଼ିବା ପାଇଁ ତାଲିବାନର ଅନୁମତି ମିଳିଛି ବୋଲି ଆମେରିକା ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ