Masthead

ପ୍ରସ୍ତୁତ ହେଉଛି ଗାଙ୍ଗୁଲିଙ୍କ ବାୟୋପିକ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ପ୍ରସ୍ତୁତ ହେଉଛି ଗାଙ୍ଗୁଲିଙ୍କ ବାୟୋପିକ । ତେନ୍ଦୁଲକର ଓ ଧୋନିଙ୍କ ପରେ ସୌରଭ ଗାଙ୍ଗୁଲିଙ୍କ ବାୟୋପିକ ହେବାକୁ ଯାଉଛି । ଏନେଇ ସୂଚନା ଦେଲେ ଲଭ ଫିଲ୍ମସର । ଭାରତୀୟ କ୍ରିକେଟ ଟିମର ସବୁଠାରୁ ସଫଳ କ୍ୟାପଟେନମାନଙ୍କ ମଧ୍ୟରୁ ଜଣେ ହେଲେ ସୌରଭ ଗାଙ୍ଗୁଲି। ତେବେ ଗାଙ୍ଗୁଲିଙ୍କ କ୍ୟାରିଅର ଉପରେ ପ୍ରସ୍ତୁତ ହେବାକୁ ଯାଉଛି ବାୟୋପିକ। ସେ ନିଜେ ଟ୍ୱିଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ଟ୍ୱିଟ ଜରିଆରେ ସେ ସୂଚନା ଦେଇଛନ୍ତି ଯେ ତାଙ୍କ କ୍ୟାରିଅର ଉପରେ ଏକ ଫିଲ୍ମ ହେବାକୁ ଯାଉଛି। ଫିଲ୍ମର ପ୍ରଯୋଜନା ଦେବେ ଲଭ ଫିଲ୍ମସ। ସୌରଭ ଗାଙ୍ଗୁଲି ଟ୍ୱିଟ କରି ଲେଖିଛନ୍ତି, ‘କ୍ରିକେଟ ମୋ ଜୀବନ। ଏହା ମୋତେ ଆତ୍ମବିଶ୍ୱାସ ଦେଇଛି ଓ ଦକ୍ଷତା ଦେଇଛି ଯେଉଁଥିପାଇଁ ମୁଁ ମୁଣ୍ଡ ଟେକି ଆଗକୁ ବଢି ପାରିଛି। ଏମିତି ଏକ ଯାତ୍ରା ଯାହାକୁ ମନେ ରଖିହେବ। ଏଇଥିପାଇଁ ଖୁସି ଯେ ଲଭ ଫିଲ୍ମସ ମୋ କ୍ୟାରିଅରକୁ ନେଇ ବାୟୋପିକ ନିର୍ମାଣ କରିବ ଓ ଏହାକୁ ବଡ଼ ପରଦାକୁ ଆଣିବ। ତେବେ ଫିଲ୍ମରେ ଗାଙ୍ଗୁଲିଙ୍କ ଚରିତ୍ରରେ କିଏ ଅଭିନୟ କରିବ ତାହା ସ୍ପଷ୍ଟ ହୋଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ