Masthead

୧୩ ବିମାନ ବନ୍ଦର ଘରୋଇକରଣକୁ ମଞ୍ଜୁରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୩ ବିମାନ ବନ୍ଦର ଘରୋଇକରଣକୁ ମଞ୍ଜୁରୀ । କେନ୍ଦ୍ର ସରକାରଙ୍କ ନ୍ୟାଶନାଲ ମନିଟାଇଜେସନ ପାଇପଲାଇନ ପ୍ରସ୍ତାବ ମୁତାବକ ୧୩ ବିମାନ ବନ୍ଦର ଘରୋଇକରଣକୁ ଚୂଡାନ୍ତ ମଞ୍ଜୁରୀ ମିଳିଛି । ଏହା ମଧ୍ୟରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦର ଏବଂ ଝାରସୁଗୁଡ଼ା ବିମାନ ବନ୍ଦର ମଧ୍ୟ ସାମିଲ ରହିଛି ।

୨୦୨୪ ସୁଦ୍ଧା ଏଭଳି ପଦକ୍ଷେପ ଦ୍ୱାରା ୩ହଜାର ୬୬୦ କୋଟି ଟଙ୍କା ଘରୋଇ ପୁଞ୍ଜି ହାସଲ କରିବା ଲାଗି ଲକ୍ଷ୍ୟ ରଖାଯାଇଛି । ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ ବୋର୍ଡ ୬ ପ୍ରମୁଖ ବିମାନ ବନ୍ଦର ଯଥା ଭୁବନେଶ୍ୱର, ବାରାଣାସୀ, ଅମୃତସର, ତ୍ରିଚି, ଇନ୍ଦୋର, ରାୟପୁର ଏବଂ ୭ଟି ଛୋଟ ବିମାନ ବନ୍ଦରକୁ ମଞ୍ଜୁରୀ ପ୍ରଦାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼