Masthead

୨୪ ଘଣ୍ଟାରେ ୭୪୫ ପଜିଟିଭ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୪୩୩୮ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୧୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୫୦୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୯୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୭୩୦୧୮୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ