Masthead

ଯାଜପୁର ଜିଲ୍ଲାକୁ ମରୁଡ଼ି ଘୋଷଣା ଦାବି

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲାର ୨୨୦୦ ହେକ୍ଟର ଚାଷ ଜମିକୁ ମରୁଡି ଅଂଚଳ ଘୋଷଣା କରିବାକୁ କିଶନ କଂଗ୍ରେସ ସେଲର ଦାବି । ଯାଜପୁର ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଯୋଗୁଁ ମରୁଡି ଆଶଙ୍କା ଦେଖାଦେଇଛି । ଚାଷୀ ମୁଣ୍ଡରେ ହାତ ଦେଇ ବସିଛି । ଜିଲ୍ଲାର ୨୨୦୦ହେକ୍ଟର ଜମିକୁ ମରୁଡି ଅଂଚଳ ଘୋଷଣା କରିବାକୁ ଦାବି କରିଛି କିଷାନ କଂଗ୍ରେସ ସେଲ । ସେଲର ସଭାପତି ଅମୀୟ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଯାଜପୁର ଗସ୍ତରେ ଆସି ଧର୍ମଶାଳ କୋରେଇ ଯାଜପୁର ଓ ବରୀ ଗସ୍ତ କରି ମରୁଡି ପ୍ରପିଡିତ ଅଂଚଳ ବୁଲି ଦେଖିଥିଲେ ।

ଏହା ପରେ ଯାଜପୁର ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନିୀରେ ତୁରନ୍ତ ଅଚଳ ଉଠା ଜଳସେଚନକୁ ଚାଲୁ କରିବା, ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନାରୁ କ୍ଷତିପୁରଣ ଦେବା, କୃଷିଋଣ ଛାଡ କରିବା, ଇନପୁଟ ସବସିଡ ତୁରନ୍ତ ସରକାର ଯୋଗାଇ ନଦେଲେ ଆଗାମୀ ଦିନରେ କଂଗ୍ରେସ ଜିଲ୍ଲା ବ୍ୟାପି ଆନ୍ଦୋଳନ କରିବ ବୋଲି କହିଛନ୍ତି ରାଜ୍ୟ କିଷାନ କଂଗ୍ରେସ ସେଲ ସଭାପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର