Masthead

ମମତାଙ୍କ ବିରୋଧରେ ମଇଦାନକୁ ଓହ୍ଲାଇବେ ବିଜେପି ନେତ୍ରୀ ପ୍ରିୟଙ୍କା

କୋଲକାତା(ବଡ଼ ଖବର ବ୍ୟୁରୋ): ସାରା ଦେଶର ନଜର ବର୍ତ୍ତମାନ ପଶ୍ଚିମବଙ୍ଗ ନିର୍ବାଚନ ଉପରେ । ବହୁ ଦିନର ପ୍ରତୀକ୍ଷା ପରେ ପଶ୍ଚିମବଙ୍ଗ ଉପ-ନିର୍ବାଚନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରିଥିଲେ । ହେଲେ ମମତା ବାନାର୍ଜୀଙ୍କ ଭବାନୀପୁର ଆସନରେ ତାଙ୍କ ବିରୋଧରେ କୌଣସି ଦଳ ପ୍ରାର୍ଥୀ ଦେଇନଥିଲେ ।

ଏହା ମଧ୍ୟରେ ଭାରତୀୟ ଜନତା ପାର୍ଟି ମମତାଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କରିଛନ୍ତି । ତେବେ ବିଜେପିରୁ ପ୍ରାର୍ଥୀ ଭାବରେ ପ୍ରିୟଙ୍କା ବିଚେଚିତ ହୋଇଛନ୍ତି । ଅପରପକ୍ଷରେ ଶୁକ୍ରବାର ମଧ୍ୟାହ୍ନ ଭବାନୀପୁର ଆସନରୁ ନାମାଙ୍କନପତ୍ର ଦାଖଲ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି