Masthead

ଅନୀଲଙ୍କ ଓକିଲଙ୍କ ଜାମିନ ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମନି ଲଣ୍ଡ୍ରିଂ ମାମାଲାରେ ଗିରଫ ହୋଇଥିôବା ଅନୀଲ ଦେଶମୁଖଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି । ଏହା ମଧ୍ୟରେ ମୁମ୍ବାଇର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁ୍ଖଙ୍କ ଓକିଲଙ୍କ ଜାମିନ ଆବେଦନକୁ ଦିଲ୍ଳୀ ହାଇକୋର୍ଟ ଖାରଜ କରିଛି ।

ଜଷ୍ଟିସ ଯୋଗେଶ ଖାନ୍ନା ଏହି ଆବେଦନ ଉପରେ ନୋଟିସ ଜାରି କରିଛନ୍ତି । ଅପରପକ୍ଷରେ ପରବର୍ତ୍ତୀ ତାରିଖ ୨୭ ସେପ୍ଟେମ୍ବରରେ ସ୍ଥିର କରାଯାଇଛି ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ