Masthead

ହୋଇପାରେ ଭାରତ-ଇଂଲଣ୍ଡ ଟେଷ୍ଟ ମ୍ୟାଚ !

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅନ୍ୟ ଏକ ତାରିଖରେ ଆୟୋଜିତ ହୋଇପାରେ ଅନ୍ତିମ ଟେଷ୍ଟ ମ୍ୟାଚ । ଭାରତ ଓ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ଅନ୍ତିମ ମ୍ୟାଚକୁ ପ୍ରଥମେ ବାତିଲ କରାଯାଇଥିଲା । ହେଲେ ଇଂଲଣ୍ଡ ପାଖରେ ମଧ୍ୟ ସିରିଜ ବରାବର କରିବାର ସମାନ ସୁଯୋଗ ରହିଛି । ଏଥିପାଇଁ ଭାରତକୁ ବିଜୟୀ ଘୋଷଣା ନକରି ଅନ୍ୟ ଏକ ତାରିଖରେ ମ୍ୟାଚ ଖେଳାଯିବ ନେଇ ଉଭୟ ଦେଶର ବୋର୍ଡ ବିଚାର କରୁଛି ।

ଏନେଇ ବିସିଆଇର ସଚିବ ଜୟ ଶାହ ଏକ ପ୍ରେସ ରିଲିଜ ମଧ୍ୟ କରିଥିବାର ସୂଚନା ମିଳିଛି । ଭରତ ଏହି ସିରିଜରେ ୨-୧ରେ ଆଗୁଆ ଅଛି । ବିସିସିଆଇ ଓ ଇସିବି ବୋର୍ଡ ଏହି ଟେଷ୍ଟ ମ୍ୟାଚକୁ ଅନ୍ୟ ଏକ ତାରିଖ କରିବା ଲାଗି ଆଲୋଚନା କରିଛି । ଖୁବଶୀଘ୍ର ଏନେଇ ତାରିଖ ଘୋଷଣା କରାଯିବ ବୋଲି ବୋଡ଼ ପକ୍ଷରୁ କୁହାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍