Masthead

ରାମ ମନ୍ଦିର ନିର୍ମାଣରେ ବ୍ୟବହାର ହେବ ଗୋଲାପି ପଥର

ଅଯୋଧ୍ୟା(ବଡ଼ ଖବର ବ୍ୟୁରୋ): ବହୁ ଦିନର ପ୍ରତିକ୍ଷା ପରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଜୋରସୋରରେ ଆରମ୍ଭ ହୋଇଛି । ମନ୍ଦିର ନିର୍ମାଣ ପାଇଁ ସମଗ୍ର ଦେଶ ସହାୟତାର ହାତ ବଢାଇଥିଲା । ଏହା ମଧ୍ୟରେ ରାମ ମନ୍ଦିର ନିର୍ମାଣକୁ ନେଇ ଅନେକ ତଥ୍ୟ ସାମ୍ନାକୁ ଆସିଛି ।

ତେବେ ମନ୍ଦିର ପରିସରରେ ରାଜସ୍ଥାନର ବହୁ ପ୍ରସିଦ୍ଧ ଗୋଲାପି ପଥର ବ୍ୟବହାର କରାଯିବାର ସୂଚନା ମିଳିଛି । ସାଧାରଣତଃ ମନ୍ଦିର ପରିସରରେ ଥିବା ସଂଗ୍ରହାୟ, ଶୌଧ କେନ୍ଦ୍ର, ଗୋଶାଳା ଏବଂ ଆଉ ଏକ ଯୋଗଶାଳା ମାନଙ୍କରେ ବ୍ୟବହୃତ ହେବ । ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!